26.1 C
Bhubaneswar
Friday, March 27, 2026
Homeଓଡିଶାଆଜିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଆଜିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆଜିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ସକାଳ ୧୦ଟାରେ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଦିଲ୍ଲୀସ୍ଥିତ ନେହେରୁ ଭବନରେ ହେବାକୁ ଥିବା ପ୍ରବାସୀ ଭାରତୀୟ ନୂଆ ଓ୍ବେବ ସାଇଟ୍ ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗଦେବେ। ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ମଧ୍ୟ ଏହି କାର୍ଯ୍ୟରେ ଉପସ୍ଥିତ ରହିବା ନେଇ ସୂଚନା ମିଳିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking