17.1 C
Bhubaneswar
Wednesday, February 11, 2026
Homeଓଡିଶାରାଜଧାନୀରେ  ନାବାଳିକାକୁ ଦୁଷ୍କର୍ମ !

ରାଜଧାନୀରେ  ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ୱର :  ଲିଙ୍ଗରାଜ ଥାନା ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ । ସକାଳୁ ନିଖୋଜ ଥିଲେ ୭ ବର୍ଷୀୟା ନାବାଳିକା । ପରିବାର ଲୋକେ ଖୋଜାଖୋଜି କରିଥିଲେ । ଖୋଜାଖୋଜି ପରେ ୧ ଘଣ୍ଟା ଭିତରେ ବୈଶିଷ୍ଟ୍ୟ ନଗରରୁ ଉଦ୍ଧାର କରାଯାଇଛି । ଏନେଇ ଲିଙ୍ଗରାଜ ଥାନାରେ ପରିବାର ଲୋକେ ଅଭିଯୋଗ କରିଥିଲେ । ୭ ବର୍ଷୀୟ ଝିଅକୁ ଅପହରଣ ପରେ ଦୁଷ୍କର୍‌ମ ନେଇ ଥାନାରେ ଏତଲା ଦିଆଯାଇଛି । କ୍ଷତାକ୍ତ ଅବସ୍ଥାରେ ନାବାଳିକାକୁ ଉଦ୍ଧାର କରାଯାଇଛି । ନାବାଳିକାକୁ ମେଡିକାଲରେ ଭର୍ତ୍ତି କରାଯାଇଛି ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking