28.1 C
Bhubaneswar
Saturday, November 16, 2024
Homeଓଡିଶାଏସସିବିରେ ହେବ ହାର୍ଟ ଟ୍ରାନ୍ସପ୍ଲାଣ୍ଟ

ଏସସିବିରେ ହେବ ହାର୍ଟ ଟ୍ରାନ୍ସପ୍ଲାଣ୍ଟ

କଟକ : କଟକ ଏସସିବିରେ ହାର୍ଟ ଟ୍ରାନ୍ସପ୍ଲାଣ୍ଡ କରାଯିବ । ଆଗାମୀ ୩ ମାସ ଭିତରେ ଏହା ସମ୍ଭବ ହେବ । ଚେନ୍ନାଇ ଏମଜିଏମ ହସ୍ପିଟାଲ ସହାୟତାରେ ବ୍ୟବସ୍ଥା କରାଯାଇଛି । ଏମଜିଏମ ଡାକ୍ତରୀ ଟିମ ଓ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଭିତ୍ତିଭୂମିକୁ ଅନୁଧ୍ୟାନ କରାଯାଇଛି । ଏମଜିଏମ ଟିମ ଦ୍ୱାରା ରୋଗୀ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking