30.1 C
Bhubaneswar
Tuesday, February 10, 2026
Homeଓଡିଶାଜମୁଛି ଐତିହାସିକ ବାଲିଯାତ୍ରା

ଜମୁଛି ଐତିହାସିକ ବାଲିଯାତ୍ରା

କଟକ : ଜମୁଛି କଟକର ଐତିହାସିକ ବାଲିଯାତ୍ରା।ଠୁଙ୍କା ପୁରୀ, ଆଳୁଦମ ଦହିବରା, ମଥୁରାକେକ, ଗୁପଚୁପ ସାଙ୍ଗକୁ ରକମ ରକମର ସୁସ୍ୱାଦୁ ଖାଦ୍ୟ ଭଳିକି ଭଳି ଦୋଳି ଆଉ ଓରମାସର ପଲିଶ୍ରୀ ମେଳା ହାତଠାରି ଡାକୁଛି ଦର୍ଶକଙ୍କୁ।୮ ଦିନ ବ୍ୟାପି ଚାଲିବାକୁ ଥିବା ଏହି ଯାତ୍ରାକୁ ପ୍ରତିଥର ପରି ଏଥର ଆସିଛି ବିଭିନ୍ନ ରକମର ସୁସ୍ୱାଦୁ ଖାଦ୍ୟ, ଭଳିକି ଭଳି ଦୋଳି, ସାଂସ୍କୃତିକ ବିଚିତ୍ରା ସାଙ୍ଗକୁ ଓରମାସ ବଜାର । ଏଥର ନୂଆ କରି ହୋଇଥିବା ଅନନ୍ତ ଦୁନିଆ ସାଙ୍ଗକୁ ଓଡ଼ିଆ ଚଳଚିତ୍ର ଇତିକଥା ବେଶ ଆକର୍ଷଣୀୟ ହୋଇଛି । ଯାହାକୁ ଉପଭୋଗ କରିବା ପାଇଁ ଆରମ୍ଭ ହେଲାଣି ଦର୍ଶକଙ୍କ ଭିଡ଼ । ବୁଲା ବୁଲି ସାଙ୍ଗକୁ କିଣାକିଣି ଆରମ୍ଭ କରିଦେଲେଣି ଲୋକ । ଯାତ୍ରାକୁ ଅଧିକ ଆକର୍ଷଣୀୟ ଓ ମନୋରଞ୍ଜନ ଧର୍ମୀ କରିବା ପାଇଁ ଜିଲ୍ଲା ପ୍ରଶାସନ ୧୩ଟି ରାଷ୍ଟ୍ରର ରାଷ୍ଟ୍ର ଦୂତଙ୍କ ସମେତ ୮ ଦେଶର କଳାକାରକୁ ଆମନ୍ତ୍ରଣ କରାଯାଇଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking