ଭୁବନେଶ୍ୱର: ବଙ୍ଗୋପସାଗର ରେ ଆସୁଛି ଆଉ ଏକ ଲଘୁଚାପ । ୨୩ ସୁଦ୍ଧା ଲଘୁଚାପ ନେଇ ପାଣିପାଗ ବିଭାଗର ପୂର୍ବାନୁମାନ । ୨୧ ତାରିଖ ସୁଦ୍ଧା ଘୁର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ସମ୍ଭାବନା । କ୍ରମେ ଘନୀଭୂତ ହୋଇ ୨୩ ତାରିଖରେ ଲଘୁଚାପ ରୂପ ନେବ। ପରେ ପଶ୍ଚିମ- ଉତ୍ତର ପଶ୍ଚିମ ଦିଗକୁ ଗତି କରି ଅବପାତ ରୂପ ନେବ । ତେବେ ଲଘୁଚାପ ର ପ୍ରଭାବ କିପରି ରହିବ, ଏଯାଏଁ ସ୍ପଷ୍ଟ ହୋଇନି ।