34.1 C
Bhubaneswar
Sunday, March 29, 2026
Homeଦେଶ ବିଦେଶଅବକାରୀ ନୀତି ମାମଲାରେ କେଜ୍ରିୱାଲଙ୍କୁ ଝଟ୍‌କା

ଅବକାରୀ ନୀତି ମାମଲାରେ କେଜ୍ରିୱାଲଙ୍କୁ ଝଟ୍‌କା

ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ଆମ୍ ଆଦମୀ ପାର୍ଟି (ଆପ୍‌)ର ରାଷ୍ଟ୍ରୀୟ ଆବାହକ ଅରବିନ୍ଦ କେଜ୍ରିୱାଲଙ୍କୁ ଝଟ୍‌କା ଲାଗିଛି। କେଜ୍ରିୱାଲଙ୍କ ବିରୋଧରେ ମନି ଲଣ୍ଡରିଂ ମାମଲାରେ ଚାଲିଥିବା ଶୁଣାଣି ଉପରେ ରୋକ୍ ଲଗାଇବାକୁ ଦିଲ୍ଲୀ ହାଇକୋର୍ଟ ମନା କରିଦେଇଛନ୍ତି। ତେବେ ଇଡିର ଚାର୍ଜସିଟ୍‌କୁ ଗ୍ରହଣ କରିବା ପାଇଁ ନିମ୍ନ କୋର୍ଟଙ୍କ ନିଷ୍ପତ୍ତି ବିରୋଧରେ କେଜ୍ରିୱାଲଙ୍କ ଆବେଦନ ଉପରେ ବିଚାର କରି ହାଇକୋର୍ଟ ଇଡି ଠାରୁ ଜବାବ ମାଗିଛନ୍ତି। କେଜ୍ରିୱାଲଙ୍କ ଆବେଦନ ଉପରେ ଦିଲ୍ଲୀ ହାଇକୋର୍ଟ ଇଡିକୁ ନୋଟିସ୍ ଜାରି କରିଛନ୍ତି। ଦିଲ୍ଲୀ ହାଇକୋର୍ଟ ଏହି ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୨୦ରେ କରିବେ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking