27.1 C
Bhubaneswar
Thursday, February 12, 2026
Homeଓଡିଶାନିର୍ମାଣ ହେବ ଜଳଭଣ୍ଡାର ଓ ବ୍ୟାରେଜ: ମୁଖ୍ୟମନ୍ତ୍ରୀ

ନିର୍ମାଣ ହେବ ଜଳଭଣ୍ଡାର ଓ ବ୍ୟାରେଜ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମହାନଦୀ ଅବବାହିକାରେ ନିର୍ମାଣ ହେବ ଜଳଭଣ୍ଡାର । ଜଳଭଣ୍ଡାର ପ୍ରକଳ୍ପ ସହ ବ୍ୟାରେଜ ନିର୍ମାଣ ହେବ । ପ୍ରକଳ୍ପ ପାଇଁ ସର୍ବେକ୍ଷଣ ଓ ଅନୁସନ୍ଧାନ କାର୍ଯ୍ୟ ଚାଲିଛି । ଏ ନେଇ ବିଧାନ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି । ସେହିପରି ଆଜି ବିଧାନସଭା ଶୀତକାଳୀନ ଅଧିବେଶନର ତୃତୀୟ ଦିନ । ବିଧାନସଭାରେ ଗୃହକାର୍ଯ୍ୟ ସୁରୁଖୁରୁରେ ଚାଲିଛି । ବାଚସ୍ପତି ସୁରମାପାଢୀଙ୍କ ଅଧ୍ୟକ୍ଷରେ ବିଧାନ ସଭାର ପ୍ରଶ୍ନକାଳ ଆରମ୍ଭ ହୋଇଛି । ବିଭାଗୀୟ ମନ୍ତ୍ରୀଙ୍କୁ ପ୍ରଶ୍ନ ପଚାରୁଛନ୍ତି ବିଧାୟକ । ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି ବିଭାଗୀୟ ମନ୍ତ୍ରୀ ।

 

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking