21.1 C
Bhubaneswar
Wednesday, February 4, 2026
Homeଓଡିଶାଆତ୍ମସମର୍ପଣ କଲେ ଦୁର୍ଦ୍ଦାନ୍ତ ନକ୍ସଲ

ଆତ୍ମସମର୍ପଣ କଲେ ଦୁର୍ଦ୍ଦାନ୍ତ ନକ୍ସଲ

କନ୍ଧମାଳ: ଜଣେ ଦୁର୍ଦ୍ଦାନ୍ତ ନକ୍ସଲ କନ୍ଧମାଳ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ନାଁ ବିଜା ମାଡ଼ଭି। ତାଙ୍କ ଘର ଛତିଶଗଡ଼ର ସୁକମା ଜିଲ୍ଲାରେ। ତାଙ୍କଠାରୁ ଗୋଟିଏ ପିସ୍ତଲ ଓ ଦୁଇଟି ଗୁଳି ଜବତ କରାଯାଇଛି। ସେକେ କେବିଏନ ଡିଭିଜନର ରାହୁଲ ଏରିଆ କମିଟିର ଜଣେ ସଦସ୍ୟ ଭାବେ କାର୍ଯ୍ୟ କରୁଥିଲେ। ପୋଲିସ ଲଗାତାର ଭାବେ କମ୍ବିଂ ଅପରେସନ କରୁଥିବାରୁ ଓ ନକ୍ସଲଙ୍କ ପ୍ରତି ଲୋକଙ୍କ ସମର୍ଥନ କମୁଥିବାରୁ ବିଜା ମାଡ଼ଭି ପୁଲିସ ପାଖରେ ଆତ୍ମ ସମର୍ପଣ କରିଥିବା କହିଥିବା ଦକ୍ଷିଣାଞ୍ଚଳ ଡିଆଇଜି ସାର୍ଥକ ଷଡ଼ଙ୍ଗୀ ଏବଂ କନ୍ଧମାଳ ଏସ୍‌ପି ହରିଶ ବି.ସି ସାମ୍ବାଦିକ ସମ୍ବିଳନୀରେ ସୂଚନା ଦେଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking