28.1 C
Bhubaneswar
Friday, March 27, 2026
Homeଦେଶ ବିଦେଶହସ୍ପିଟାଲରେ ଅଗ୍ନିକାଣ୍ଡ: ୬ ମୃତ, ଏକାଧିକ ଆହତ

ହସ୍ପିଟାଲରେ ଅଗ୍ନିକାଣ୍ଡ: ୬ ମୃତ, ଏକାଧିକ ଆହତ

ନୂଆଦିଲ୍ଲୀ : ତାମିଲନାଡୁର ଏକ ଘରୋଇ ହସ୍ପିଟାଲରେ ବଡଧରଣର ଅଗ୍ନିକାଣ୍ଡ ଘଟିଛି। ସକାଳୁ ସକାଳୁ ଡିଣ୍ତିଗୁଲ ସ୍ଥିତ ଏକ ଘରୋଇ ଅର୍ଥୋପେଡିକ୍ ମେଡିକାଲରେ ନିଆଁ ଲାଗିଯାଇଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏକାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ଆଗକୁ ଆହୁରି ମୃତ୍ୟୁ ସଂଖ୍ୟା ବଢିବା ନେଇ ଆଶଙ୍କା କରାଯାଉଛି। ବର୍ତ୍ତମାନ ପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। ଅଗ୍ନିଶମ ବାହିନୀ କର୍ମଚାରୀ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking