ଭୁବନେଶ୍ବର: ପଠାଣି ସାମନ୍ତଙ୍କ ଜନ୍ମ ସ୍ଥାନ ନୟାଗଡରେ ଏକ ପ୍ଲାନେଟାରିୟମ ହେବ। ସେହିପରି ୬ କୋଟି ଟଙ୍କାରେ ସାଇନ୍ସ ପାର୍କ ନିର୍ମିତ ହେବାକୁ ଯାଉଛି। ଏସମ୍ପର୍କରେ ସାଧାରଣ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି।