19.1 C
Bhubaneswar
Tuesday, February 10, 2026
Homeଓଡିଶାଦିବା ପହୁଡ ନୀତି ପାଇଁ ଆଜି ୩ଘଣ୍ଟା ଜଗା ଦର୍ଶନ ବନ୍ଦ

ଦିବା ପହୁଡ ନୀତି ପାଇଁ ଆଜି ୩ଘଣ୍ଟା ଜଗା ଦର୍ଶନ ବନ୍ଦ

ପୁରୀ : ଦିବା ପହୁଡ଼ ପାଇଁ ଆଜି ଶ୍ରୀମନ୍ଦିରରେ ୩ ଘଣ୍ଟାରୁ ଊର୍ଦ୍ଧ୍ବ ସମୟ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ଶେଷ ପରେ ଆପାତତଃ ଅପରାହ୍ଣ ୨ଟା ୩୦ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦିବା ପହୁଡ଼ ନୀତି ପାଇଁ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ପହିଲି ଭୋଗ ଚାଲିଥିବାବେଳେ ଦୈନିକ ଦିବା ପହୁଡ଼ ଅନ୍ୟତମ ବିଶେଷ ନୀତିଭାବେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଥାଏ। ରତ୍ନଭଣ୍ଡାର ଗୃହ ମରାମତି କାର୍ଯ୍ୟ ଚାଲିଥିବାରୁ ଦୈନିକ ଦିବା ପହୁଡ଼ କରାନଯାଇ କେବଳ ପରମ୍ପରାର ପ୍ରତୀକ ସ୍ବରୂପ ପହିଲି ଭୋଗ ମାସରେ ଗୋଟିଏ ଦିନ ଦିବା ପହୁଡ଼ କରାଯିବାକୁ ଚଳିତ ମାସ ୧୦ରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକ ନିଷ୍ପତ୍ତି ହୋଇଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking