30.1 C
Bhubaneswar
Wednesday, February 11, 2026
Homeଓଡିଶାଆଜିଠୁ ୫ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଆଜିଠୁ ୫ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ। ଆଜିଠୁ ୫ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଦିଲ୍ଲୀ ସହିତ ସେ ରାଜସ୍ଥାନ ଗସ୍ତ କରିବେ ବୋଲି ସୂଚନା ମିଳିଛି। ଆଜିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ସେ ରାଜସ୍ଥାନରେ ଅବସ୍ଥାନ କରିବେ। ପରେ ଦିଲ୍ଲୀରେ ହେବାକୁ ଥିବା ୫୫ତମ ଜିଏସଟି ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking