ଭୁବନେଶ୍ୱର: ନୂଆବର୍ଷ ପାଇଁ କଠୋର ହେଲା ଅବକାରୀ ବିଭାଗ । ଅବକାରୀ ପଲିସି ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ । ମଦ୍ୟପାନ କରି ବିଶୃଙ୍ଖଳିତ ଆଚରଣ କଲେ କାଯ୍ୟାନୁଷ୍ଠାନ ହେବ । ଏହା ସହିତ ବେଆଇନ ମଦ ବିକ୍ରି ଉପରେ ଅଙ୍କୁଶ ଲାଗିବ । ଏଥିରେ ଯିଏ ବି ଜଡିତ ହେବେ କାଡା କାଯ୍ୟାନୁଷ୍ଠାନ ହେବ । ଏନେଇ ସୂଚନା ଦେଇଛନ୍ତି ପୃଥ୍ୱୀରାଜ ହରିଚନ୍ଦନ ।