ଭୁବନେଶ୍ୱର : ଓଡିଶାରେ କୃଷି ଉତ୍ପାଦନ ବୃଦ୍ଧି ଲାଗି ନିଆଯିବ ପଦକ୍ଷେପ । ଏନେଇ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ । ନୂଆ କୃଷି ନୀତି ସହ ଜୈବିକ କୃଷିକୁ ଗୁରୁତ୍ୱ ଦିଆଯିବ । ଚାଷୀଙ୍କ ଉତ୍ପାଦିତ ସାମଗ୍ରୀକୁ ବୈଦେଶିକ ବଜାରକୁ ପଠାଯିବ । ଚାଷୀଙ୍କୁ ନିରନ୍ତର ଜଳସେଚନ ସୁବିଧା ମିଳିବା ଜରୁରୀ ଅଟେ । ଚାଷୀଙ୍କ ଉତ୍ପାଦନ ବଢିବା ସହ ଆୟ ବୃଦ୍ଧି ପାଇବ ।










