21.1 C
Bhubaneswar
Wednesday, February 11, 2026
Homeଓଡିଶାଜବତ ହେଲା ୪୦ ଲକ୍ଷ ଟଙ୍କାର ବ୍ରାଉନ ସୁଗର  

ଜବତ ହେଲା ୪୦ ଲକ୍ଷ ଟଙ୍କାର ବ୍ରାଉନ ସୁଗର  

ଭୁବନେଶ୍ୱର:  ପିପିଲିରୁ  ରାଉରକେଲା ଯାଏଁ ଧଳାଜହରର କାରବାର ଲମ୍ବିଛି । ପିପିଲିରୁ ଜବତ ହେଲା ୪୦ ଲକ୍ଷ ଟଙ୍କାର ବ୍ରାଉନ ସୁଗାର । ୩ ଅଟକ ସମେତ ଏକ କାର୍‌କୁ ଜବତ କରିଛି ପୋଲିସ । ବାଲେଶ୍ୱରରୁ ଏହି ବ୍ରାଉନ ସୁଗାର ଆସୁଥିବା ବେଳେ ଅଟକ ଥିବା ୨ ଯୁବକ ରାଉଲକେଲାର ବୋଲି ସୂଚନା ମିଳିଛି । ଗୁଇନ୍ଦା ସୂତ୍ରରୁ ଖବରପାଇ ପୁରୀ ଅବକାରୀ ବିଭାଗ ଚଢ଼ାଉ କରିଥିଲା। ଚଢ଼ାଉବେଳେ ୩ ସହ ୭୮ ଗ୍ରାମ ବ୍ରାଉନ ସୁଗାର ଜବତ ହୋଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking