ଭୁବନେଶ୍ୱର: କିଏ ହେବ ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ? ବଢିବ କି ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ? ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ । ଆଇନ ମନ୍ତ୍ରୀ ପ୍ରତିକ୍ରିୟା ରଖି କହିଛନ୍ତି ଯେ , ଯାହା ଆଧାରରେ ଥାଏ , ସେହି ଅନୁସାରେ ଚୟନ ପ୍ରକ୍ରିୟା ହେବ । ସରକାର ଠିକ ସମୟରେ ଠିକ ନିଷ୍ପତ୍ତି ନେବେ ।