26.1 C
Bhubaneswar
Tuesday, March 24, 2026
Homeଦେଶ ବିଦେଶହସ୍ପିଟାଲରେ କ୍ରିକେଟର ବିନୋଦ କାମ୍ବଲି

ହସ୍ପିଟାଲରେ କ୍ରିକେଟର ବିନୋଦ କାମ୍ବଲି

ନୂଆଦିଲ୍ଲୀ : ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ହୋଇଛନ୍ତି ବିନୋଦ କାମ୍ବଲି । ଅସୁସ୍ଥତା ଅନୁଭବ କରିବାରୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।  ଥାଣେର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏବେ ବିନୋଦଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ରହିଛି ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking