ଭୁବନେଶ୍ୱର: ରେରା ଆଇନ ଆବଶ୍ୟକ ପଡିଲେ ସଂଶୋଧନ ହେବ । ବେଆଇନ ଭାବେ ପାର୍ଟ ପ୍ଲଟ ରେଜିଷ୍ଟ୍ରେସନ ହୋଇଛି । ପୂର୍ବରୁ ରେରା କମିଟିକୁ ଏନେଇ କୁହାଯାଇଛି । ଆଇନ ଶବ୍ଦ ସଂଯୋଜନାରେ ଅସୁବିଧା ଥିଲା । ଡିସେମ୍ବର ୩୧ ବୈଠକରେ ସମାଧାନର ବାଟ ବାହାରିବ କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ରେରା ଆଇନ ଆବଶ୍ୟକ ପଡିଲେ ସଂଶୋଧନ ହେବ ପୂର୍ବରୁ ରେରା କମିଟିକୁ ଏନେଇ କୁହାଯାଇଛି ଆଇନ ଶବ୍ଦ ସଂଯୋଜନାରେ ଅସୁବିଧା ଥିଲା । ବେଆଇନ ଭାବେ ପାର୍ଟ ପ୍ଲଟ ରେଜିଷ୍ଟ୍ରେସନ ହୋଇଛି, ୩୧ ଜଣ ଜିଲ୍ଲା ରେଜିଷ୍ଟର, ସବ ରେଜିଷ୍ଟରଙ୍କୁ ତାଲିକା ମଧ୍ୟ ବିଭାଗ ପ୍ରସ୍ତୁତ କରାଯାଇଛି ସେମାନେ କେତେ ଭଲ ଉଦ୍ଦେଶ୍ୟ ଥିଲା କେତେ ମନ୍ଦ ଥିଲା ତାର ମଧ୍ୟ ଖୋଳତାଡ଼ ହେବ ।