ଭୁବନେଶ୍ୱର : ରାଜ୍ୟରେ ଅଛନ୍ତି ଅନେକ ନକଲି ଚାଷୀ । ପ୍ରକୃତ ଚାଷୀଙ୍କ ବାବଦରେ ଜାଣିବା ପାଇଁ ଆଉ ଥରେ ହେଉଛି ଚାଷୀ ପଞ୍ଚିକରଣ । ରାସନକାର୍ଡ ଭଳି ଚାଷୀ ତାଲିକାରେ ଅନେକ ଅଣଚାଷୀ ଥିବାରୁ ଆଉଥରେ ହେବ ତାଲିକା । ଏବେ ସୁଦ୍ଧା ରାଜ୍ୟରେ ୪୦ ଲକ୍ଷ ଭୂତ ହିତାଧିକାରୀ ଅଛନ୍ତି ୨୪ ବର୍ଷ ଧରି ଯେଉଁ ପ୍ରକ୍ରିୟା ଚାଲିଥିଲା । ସେଥିରେ ସେ ସ୍ୱଛତା ଆଣିବାକୁ ନୂଆ ପଦ୍ଧତି ହାତକୁ ନିଆଯାଇଛି ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର ସୂଚନା ଦେଇଛନ୍ତି ।










