26.1 C
Bhubaneswar
Thursday, March 26, 2026
Homeଓଡିଶା୮୦ ବର୍ଷରୁ ଅଧିକ ହୋଇଥିଲେ ବାର୍ଦ୍ଧକ୍ୟ ଭତ୍ତା ମିଳିବ ୩୫୦୦ ଟଙ୍କା

୮୦ ବର୍ଷରୁ ଅଧିକ ହୋଇଥିଲେ ବାର୍ଦ୍ଧକ୍ୟ ଭତ୍ତା ମିଳିବ ୩୫୦୦ ଟଙ୍କା

ଭୁବନେଶ୍ବର: ରାଜ୍ୟ ସରକାର ପୁଣି ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ରାଜ୍ୟର ୮୦ ବର୍ଷ କିମ୍ବା ତାଠାରୁ ଅଧିକ ବୟସ୍କ ବୃଦ୍ଧ ଓ ବୃଦ୍ଧାଙ୍କୁ ମାସିକ ୩୫୦୦ ଟଙ୍କା ଭତ୍ତା ଦେବେ। ଏଥି ସହିତ ୮୦ ପ୍ରତିଶତ ଅଥବା ଏଥିରୁ ଅଧିକ ପ୍ରତିଶତ ଦିବ୍ୟାଙ୍ଗମାନଙ୍କୁ ମଧ୍ୟ ସରକାର ମାସିକ ଭତ୍ତା ୩୫୦୦ ଟଙ୍କା ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମର ପ୍ରତିନିଧିଙ୍କୁ ଏହି ସୂଚନା ପ୍ରଦାନ କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking