25.1 C
Bhubaneswar
Monday, February 23, 2026
Homeଓଡିଶାଆଜିଠୁ ପ୍ରବୀସୀ ଭାରତୀୟ ସମ୍ମିଳନୀ

ଆଜିଠୁ ପ୍ରବୀସୀ ଭାରତୀୟ ସମ୍ମିଳନୀ

ଭୁବନେଶ୍ୱର : ଆଜିଠୁ ଆରମ୍ଭ ହେଉଛି ଭୁବନେଶ୍ୱରରେ ଜନତା ମଇଦାନରେ ପ୍ରବାସୀ ଭାରତୀୟ ସମ୍ମିଳନୀ ।    ଆସନ୍ତାକାଲି ଆନୁଷ୍ଠାନିକ ଭାବେ ସମ୍ମିଳନୀକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହାପରେ ବିକଶିତ ଭାରତ ୨୦୪୭ ସଂପର୍କରେ ପ୍ରବାସୀଙ୍କ ସହ ଆଲୋଚନା କରିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ବିଭିନ୍ନ ପ୍ଲେନାରୀ ସେସନରେ ଦେଶର ବିଶେଷ ବ୍ୟକ୍ତି ବିଶେଷମାନେ ପ୍ରବାସୀଙ୍କ ସହ ଆଲୋଚନା କରିବେ। ଶେଷ ଦିନରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତଙ୍କର ମଧ୍ୟ ଏକ ସେସନ ରହିବ। ପ୍ରତି ସନ୍ଧ୍ୟାରେ ଆୟୋଜିତ ହେବ ସାଂସ୍କୃତିକ କାର‌୍ୟ୍ୟକ୍ରମ। କାର‌୍ୟ୍ୟକ୍ରମରେ ଯୋଗଦେବାକୁ ୭୦ରୁ ଅଧିକ ଦେଶରୁ ଆସିଛନ୍ତି ମୂଳ ପ୍ରବାସୀ ଭାରତୀୟ। ସେମାନେ ଯାଜପୁର, କଟକ, ଭୁବନେଶ୍ୱର ଏବଂ ପୁରୀର ୨୧ଟି ପର‌୍ୟ୍ୟଟନ ସ୍ଥଳୀ ବୁଲିବେ। ଡବଲ ଡେକର୍ ବସ୍‌ରେ ବସି ରାଜ୍ୟର ୨୧ଟି ପର‌୍ୟ୍ୟଟନ ସ୍ଥଳୀ ବୁଲିବେ ପ୍ରବାସୀ ଭାରତୀୟ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking