20.1 C
Bhubaneswar
Monday, January 13, 2025
Homeଦେଶ ବିଦେଶସୋନମାର୍ଗ ଟନେଲର ଉଦଘାଟନ କଲେ ମୋଦି

ସୋନମାର୍ଗ ଟନେଲର ଉଦଘାଟନ କଲେ ମୋଦି

ନୂଆଦିଲ୍ଲୀ : ଏଣିକି ଲଦାଖକୁ ସବୁ ଋତୁରେ ଯିବା ଆସିବା କରିପାରିବେ ଲୋକେ । ସୋନମାର୍ଗ ଟନେଲର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ୨୭୦୦ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଛି । ସାଢେ ୬ କିଲୋ ମିଟର ଲମ୍ବା ସୁଡଙ୍ଗ । ଜେଡ୍ ମୋଡ  ସୁଡ଼ଙ୍ଗ କୁ ନେଇ ପ୍ରଧାନମନ୍ତ୍ରୀ ମୋଦୀ  ଶନିବାର ଦିନ ସୋସିଆଲ ମିଡିଆରେ  ଏକ ପୋଷ୍ଟ କରିଥିଲେ । ପୋଷ୍ଟରେ ମୋଦୀ ଳେଖିଥିଲେଏହି ସୁଡ଼ଙ୍ଗ ନିର୍ମାଣ ପରେ ୧୨  କିଲୋମିଟର ଦୂରତା  କମି ଯାଇ ୬.୫  କିଲୋମିଟର ସିମିତ ହୋଇଛି । ଆଉ ଏହି ଦୂରତା କୁ ପୁରା କରିବା ପାଇଁ ମାତ୍ର ୧୫ ମିନିଟ୍‌ର  ସମୟ  ଲାଗିବ । ସୁଡ଼ଙ୍ଗ ଖୋଲିଲେ ସବୁଠାରୁ ଅଧିକା ଲାଭ ହେବ ଯେ ଶୀତ ଦିନେ  ଜିବା ଆସିବା ସମୟରେ ତୁଷାରପାତ ଯୋଗୁଁ ଘଣ୍ଟା ଘଣ୍ଟା ଆଉ  ହାଇୱେରେ ଅଟକି ରହିବାକୁ ପଡିବ ନାହିଁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking