ପୁରୀ : କଣାସ ଯିବ କଂଗ୍ରେସ ଫ୍ୟାକ୍ଟ ଫାଇଣ୍ଡିଂ ଟିମ । କଂଗ୍ରେସ ବିଧାୟକ ଦଳ ନେତାଙ୍କ ନେତୃତ୍ୱରେ ଯିବେ ଟିମ । ଝାଡାବାନ୍ତି ବ୍ୟାପୁଥିବା ଅଞ୍ଚଳରେ ସ୍ଥିତି ଅନୁଧ୍ୟାନ କରିବେ । ବିଭିନ୍ନ ଅଞ୍ଚଳ ବୁଲି ଲୋକଙ୍କ ସହ ଆଲୋଚନା କରିବେ । ଏନେଇ କଂଗ୍ରେସ ନେତା ପ୍ରସାଦ ହରିଚନ୍ଦନ ସୂଚନା ଦେଇଛନ୍ତି । ବିଷାକ୍ତ ପାଣି ପିଇ ୪ ଜଣଙ୍କ ମୃତ୍ୟୁ ହୋଇଛି । ଏହା ଏକ ଦୁଃଖଦ ଘଟଣା ।










