21.1 C
Bhubaneswar
Saturday, December 6, 2025
Homeଦେଶ ବିଦେଶସେନା କ୍ୟାମ୍ପରେ ଆତଙ୍କୀ ହମଲା

ସେନା କ୍ୟାମ୍ପରେ ଆତଙ୍କୀ ହମଲା

ନୂଆଦିଲ୍ଲୀ : ଜମ୍ମୁ – କଶ୍ମୀର କଠୁୱାରେ  ସେନା କ୍ୟାମ୍ପ  ଉପରେ ବିଳମ୍ବିତ ରାତିରେ  ସେନା କ୍ୟାମ୍ପରେ ପଶି  ଆକ୍ରମଣ କରିଛନ୍ତି । ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଦେଖିବାକୁ ମିଳିଛି । ସେନା ପକ୍ଷରୁ ଆତଙ୍କୀଙ୍କୁ କଡା ଜବାନ ଦିଆଯାଇଛି । ଆତଙ୍କବାଦୀଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେସନ୍ ଜାରି ରହିଛି । ଅନ୍ୟପଟେ ସର୍ଚ୍ଚ ଅପରେସନରେ ଗୋଟେ ହାତ ଗୋଳା, ଗୋଟିଏ ୟୁବିଜିଏଲ୍, ଗୋଟିଏ ଇଲେକ୍ଟ୍ରିକ୍ ଡିଟୋନେଟର୍, ଗୋଟିଏ ପିସ୍ତଲ, ଗୋଟେ ପିସ୍ତଲ ରାଉଣ୍ଡ, ଆଇଇଡି ଟ୍ରିଗରିଂ ଉପକରଣ ସହ ଅନ୍ୟ ଅସ୍ତ୍ରଶସ୍ତ୍ର ଜବତ ହୋଇଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking