21.1 C
Bhubaneswar
Saturday, February 14, 2026
Homeଓଡିଶାକୁଳପତି ନାୟକଙ୍କୁ ହତ୍ୟା ମାମଲା : ଦୋଷୀକୁ ଆଜୀବନ କାରାଦଣ୍ଡ

କୁଳପତି ନାୟକଙ୍କୁ ହତ୍ୟା ମାମଲା : ଦୋଷୀକୁ ଆଜୀବନ କାରାଦଣ୍ଡ

ଝାରସୁଗୁଡ଼ା: ସମ୍ବଲପୁର ବିଶ୍ବବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଡ. ଧ୍ରୁବରାଜ ନାୟକଙ୍କୁ ହତ୍ୟା ମାମଲାରେ ଝାରସୁଗୁଡ଼ା ଏଡିଜେ କୋର୍ଟ ଶୁକ୍ରବାର ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି। କୋର୍ଟ ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପ୍ରବୀଣ ଧୂରିଆଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି। ସୂଚନାଯୋଗ୍ୟ, ସମ୍ବଲପୁର ବିଶ୍ବବିଦ୍ୟାଳୟର ପୂର୍ବତନ କୂଳପତି ପ୍ରଫେସର ଡ. ଧ୍ରୁବରାଜ ନାୟକଙ୍କୁ ୨୦୨୧ ଜୁଲାଇ ୨୭ ତାରିଖରେ ହତ୍ୟା କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking