19.1 C
Bhubaneswar
Sunday, December 21, 2025
Homeଦେଶ ବିଦେଶବଜେଟ:୧୦ଟି କ୍ଷେତ୍ରକୁ ଗୁରୁତ୍ୱ

ବଜେଟ:୧୦ଟି କ୍ଷେତ୍ରକୁ ଗୁରୁତ୍ୱ

ନୂଆଦିଲ୍ଲୀ: ଶନିବାର ସଂସଦରେ ସାଧାରଣ ବଜେଟ ଆଗତ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଆଗତ କରିଛନ୍ତି । ଲଗାତାର ଅଷ୍ଟମ ଥର ପାଇଁ ସୀତାରମଣ ବଜେଟ ଉପସ୍ଥାପନ କରିଛନ୍ତି । ଏହି ଅବସରରେ ସେ କହିଛନ୍ତି ଯେ ଅର୍ଥନୀତିରେ ସମୃଦ୍ଧି ସାରା ବିଶ୍ୱକୁ ଚକିତ କରିଛି । ଗତ ୧୦ ବର୍ଷରେ ଅନେକ ସଂସ୍କାର କରାଯାଇଛି । ଏଥର ବଜେଟରେ ୧୦ଟି କ୍ଷେତ୍ରକୁ ଗୁରୁତ୍ୱ ଦିଆଯାଇଛି । ମଧ୍ୟମ ଶ୍ରେଣୀର ଲୋକଙ୍କ ବିକାଶକୁ ଅଧିକ ଗୁରୁତ୍ୱ ଦିଆଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking