21.1 C
Bhubaneswar
Friday, February 6, 2026
Homeଓଡିଶାଅଷ୍ଟମ ଅଭିଯୋଗ ଶୁଣାଣିରେ ୧୦୦୦ ଦରଖାସ୍ତ ପଞ୍ଜିକୃତ: ମୁଖ୍ୟମନ୍ତ୍ରୀ

ଅଷ୍ଟମ ଅଭିଯୋଗ ଶୁଣାଣିରେ ୧୦୦୦ ଦରଖାସ୍ତ ପଞ୍ଜିକୃତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଷ୍ଟମ ଅଭିଯୋଗ ଶୁଣାଣି ସୋମବାର ଅନୁଷ୍ଠିତ ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ସୂଚନା ପ୍ରଦାନ କରିଛନ୍ତି।  ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଜି ୧୦୦୦ ଦରଖାସ୍ତ ପଞ୍ଜିକୃତ ହୋଇଛି। ୭୦୦ ଅଭିଯୋଗ ଶୁଣି କାର୍ଯ୍ୟକରି କରିବାକୁ ବିଭିନ୍ନ ବିଭାଗକୁ ପଠାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking