19.1 C
Bhubaneswar
Friday, February 13, 2026
Homeଓଡିଶାହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର

ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର

ମାଲକାନଗିରି : ସେବାଶ୍ରମ ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନବମ ଶ୍ରେଣୀ ଛାତ୍ରଙ୍କ ମୃତଦେହ  ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି । ଗମ୍ଫାକୋଣ୍ଡା ସେବାଆଶ୍ରମ  ହଷ୍ଟେଲରୁ ଉଦ୍ଧାର କରାଯାଇଛି । ତେବେ ଛାତ୍ରଙ୍କ ମୃତ୍ୟୁ କିପରି ହୋଇଛି କାରଣ ଅସ୍ପଷ୍ଟ ରହିଛି ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking