18.1 C
Bhubaneswar
Monday, February 9, 2026
Homeଓଡିଶାକଟକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା

କଟକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା

ଭୁବନେଶ୍ୱର: କଟକ ଐତିହାସିକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ମିଳିଛି। ଏ ନେଇ ପୂର୍ବରୁ ବିଭିନ୍ନ ମହଲରୁ ଦାବି କରାଯାଇଥିଲା। କଟକ ଐତିହାସିକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ମିଳିବା ପରେ କଟକ ସହର ସମେତ ସାରା ରାଜ୍ୟରେ ଖୁସିର ଲହରୀ ଖେଳିଯାଇଛି। କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ପକ୍ଷରୁ କଟକ ଐତିହାସିକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ନେଇ ସୂଚନା ଜାରି କରାଯାଇଛି। କଟକ ଐତିହାସିକ ବାଲିଯାତ୍ରା ଓଡ଼ିଶା ଏବଂ ଦକ୍ଷିଣ ଏସୀୟ ରାଷ୍ଟ୍ର ମଧ୍ୟରେ ନୌବାଣିଜ୍ୟ ଗାଥା କହେ। କଟକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ଦେବା ନେଇ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିଶ୍ରୁତି ଦେଇଥିଲେ। ପୂର୍ବ ପ୍ରତିଶ୍ରୁତି ଅନୁସାରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କଟକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ଦିଆଯାଇଥିବା ନେଇ ସୂଚନା ଜାରି କରାଯାଇଛି। ଆଜି ରାଜ୍ୟସଭାରେ ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ କଟକ ଐତିହାସିକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ପ୍ରଦାନ ନେଇ ସୂଚନା ଦେଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking