34.1 C
Bhubaneswar
Sunday, April 26, 2026
Homeଓଡିଶାଦୁଇ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଦୁଇ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କାଳିମେଳା: ମାଲକାନଗିରି ଜିଲ୍ଲାରେ ଆଜି ଏକ ଅଭବାନୀୟ ଘଟଣା ସାମ୍ନାକୁ ଆସିଛି। କାଲିମେଳା ଥାନା ଅଞ୍ଚଳରେ ଦୁଇ ଜଣ ବିଦ୍ୟାଳୟର ଛାତ୍ରୀଙ୍କର ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ସେମାନେ ହେଲେ ଏମ୍‌ଭି୭୨ ପ୍ରାଥମିକ ନୋଡାଲ ବିଦୟାଳୟର ଦୁଇ ଛାତ୍ରୀ ମନ୍ଦିରା ଶୋଡ଼ି (୧୨) ଏବଂ ଜ୍ୟୋତି ହାଲଦାର୍ (୧୨)।ଗୁରୁବାର ଅପରାହ୍ନରୁ ମନ୍ଦିରା ଶୋଡ଼ି ଓ ଜ୍ୟୋତି ହାଲଦାର ନିଖୋଜ ଥିଲେ।

ସେମାନେ ଦୁଇଦିନ ଧରି ନିଖୋଜ ଥବା ନେଇ ଥାନାରେ ଦୁଇ ପରିବାରର ଅବିଭାବାକ ଶୁକ୍ରବାର ଏତଲା ଦେଇଥିଲେ। ପରେ ଏମ୍‌ଭି୭୯ ପୁଲିସ୍ ଏମ୍‌ଭି୭୨ ନୋଡାଲ ଉଚ୍ଚ ପ୍ରାଥମିକ ବିଦୟାଳୟକୁ ଯାଇ ତଦନ୍ତ ଜାରି ରଖିଥିଲେ। ଆଜି ସକାଳେ ବିଲିଗୁଡା ପାହାଡ଼ ନିକଟସ୍ଥ ଜଙ୍ଗଲରେ ଥିବା ଏକ ଆମ୍ବ ଗଛରେ ଓଢ଼ଣୀ ଦ୍ଵାରା ଝୁଲୁଥିବାର ଦେଖି ପୁଲିସ୍‌କୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking