24.1 C
Bhubaneswar
Friday, February 13, 2026
Homeଓଡିଶାରାଜ୍ୟପାଳଙ୍କୁ ଗାର୍ଡ ଅଫ ଅନର

ରାଜ୍ୟପାଳଙ୍କୁ ଗାର୍ଡ ଅଫ ଅନର

ଭୁବନେଶ୍ୱର : ବିଧାନସଭା ପରିସରରେ ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କୁ ଗାର୍ଡ ଅଫ ଅନର ଦିଆଯାଇଛି । କିଛି ସମୟ ପରେ ଆରମ୍ଭ ହେବ ବଜେଟ ଅଧିବେଶନ ।   ପ୍ରଥମେ ବାଚସ୍ପତି ସୁରମା ପାଢୀଙ୍କୁ କିଛି ସମୟ ପୂର୍ୱରୁ ଗାର୍ଡ ଅଫ ଅନର ଦିଆଯାଇଥିଲା । ଗାର୍ଡ  ଅଫ ଅନର ପରେ ସେ ନିଜର ଅଭିଭାଷଣ ରଖିଛନ୍ତି । ଏଥର ଦୁଇଟି ପର୍ଯ୍ୟାୟରେ ହେବ ବଜେଟ୍ ଅଧିବେଶନ। ପ୍ରଥମ ଅଧିବେସନ ଆଜିଠୁ ଆରମ୍ଭ ହୋଇ ଫେବ୍ରୁଆରୀ ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ। ୧୭ ତାରିଖରେ ଉପସ୍ଥାପନ ହେବ ରାଜ୍ୟ ବଜେଟ୍। ଏବଂ ୨୯ ତାରିଖରେ ବ୍ୟୟମଞ୍ଜୁରୀ ବିଲ। ସେହିପରି ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୭ରୁ ଆରମ୍ଭ ହୋଇ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଚାଲିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking