25.1 C
Bhubaneswar
Wednesday, March 11, 2026
Homeଓଡିଶାଆସନ୍ତାକାଲି ଯାଏଁ ଗୃହ ମୁଲତବି

ଆସନ୍ତାକାଲି ଯାଏଁ ଗୃହ ମୁଲତବି

ଭୁବନେଶ୍ୱର : ଆସନ୍ତାକାଲି ୧୦ଟା ୩୦ ଯାଏଁ ଗୃହ ମୁଲତବି କରାଯାଇଛି । ଗୃହ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ । ଏଥର ଦୁଇଟି ପର୍ଯ୍ୟାୟରେ ହେବ ବଜେଟ୍ ଅଧିବେଶନ। ପ୍ରଥମ ଅଧିବେସନ ଆଜିଠୁ ଆରମ୍ଭ ହୋଇ ଫେବ୍ରୁଆରୀ ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ। ୧୭ ତାରିଖରେ ଉପସ୍ଥାପନ ହେବ ରାଜ୍ୟ ବଜେଟ୍। ଏବଂ ୨୯ ତାରିଖରେ ବ୍ୟୟମଞ୍ଜୁରୀ ବିଲ। ସେହିପରି ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୭ରୁ ଆରମ୍ଭ ହୋଇ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଚାଲିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking