18.1 C
Bhubaneswar
Monday, February 9, 2026
Homeଓଡିଶାଷ୍ଟ୍ରିଟ୍ ଲାଇଟ୍ ଖୁଣ୍ଟରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଷ୍ଟ୍ରିଟ୍ ଲାଇଟ୍ ଖୁଣ୍ଟରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ: ଷ୍ଟ୍ରିଟ୍ ଲାଇଟ୍ ଖୁଣ୍ଟିରୁ ଯୁବକଙ୍କ ଝୁଲନ୍ତା ମୃତଦେହ । ରାଣୀହାଟ ତାଳଦଣ୍ଡା ପୋଲ ପାଖ ରାସ୍ତା ଉପରେ ଥିବା ଷ୍ଟ୍ରିଟ୍ ଲାଇଟ୍ ଖୁଣ୍ଟରେ ଯୁବକଙ୍କୁ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ। ଆଜି ସକାଳେ କିଛି ସ୍ଥାନୀୟ ଲୋକେ ଝୁଲନ୍ତା ଅବସ୍ଥାରେ ମୃତଦେହ ଦେଖିବାକୁ ପାଇଥିଲେ। ପରେ ଏ ନେଇ ପୁଲିସକୁ ଖବର ଦେଇଥିଲେ। ପରେ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି ପୁଲିସ୍।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking