22.1 C
Bhubaneswar
Thursday, February 12, 2026
Homeଦେଶ ବିଦେଶଦିଲ୍ଲୀ ଏନ୍‌ସିଆରରେ ଭୂକମ୍ପ ଝଟ୍‌କା

ଦିଲ୍ଲୀ ଏନ୍‌ସିଆରରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ତୀବ୍ରତା ୪.୦ ରେକର୍ଡ ହୋଇଛି। ଆଜି ସକାଳ ୫ଟା ୩୬ରେ ଦିଲ୍ଲୀର ଏନସିଆର ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଥିଲା। ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ପକାଇ ଆସିଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking