16.1 C
Bhubaneswar
Monday, February 9, 2026
Homeଓଡିଶାରାଜ୍ୟରେ ୪୮ ଲକ୍ଷ ୬୫ ହଜାର ୮୫୦ ଜଣ ଚାଷୀ : ଉପମୁଖ୍ୟମନ୍ତ୍ରୀ

ରାଜ୍ୟରେ ୪୮ ଲକ୍ଷ ୬୫ ହଜାର ୮୫୦ ଜଣ ଚାଷୀ : ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :ଓଡିଶାରେ ଚାଷୀଙ୍କ ଉପରେ ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ସେ କହିଛନ୍ତି ,  ରାଜ୍ୟରେ ୪୮ ଲକ୍ଷ ୬୫ ହଜାର ୮୫୦ ଜଣ ଚାଷୀ, ୯ ଲକ୍ଷ ୫ ହଜାର ୧୮୪ ଭାଗଚାଷୀ, ୮ ଲକ୍ଷ ୮୭ ହଜାର ୨୭୨ ଜଣ କ୍ଷୁଦ୍ର ଚାଷୀ ଓ ୩୬ ଲକ୍ଷ ୩୬ ହଜାର ୬୫୮ ଜଣ ନାମମାତ୍ର ଚାଷୀ ଅଛନ୍ତି  ।  ରାଜ୍ୟରେ ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନାରେ ଅକ୍ଟୋବର ୨୦୨୪ ପର୍ଯ୍ୟନ୍ତ ୩୧,୫୧,୭୦୦ ଚାଷୀ ଉପକୃତ ହୋଇଛନ୍ତି । ସେହିଭଳି ସିଏମ କିଷାନ ମାଧ୍ୟମରେ ୪୫,୫୭,୭୩୩ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ୩୯, ୩୦୩ ଭୂମିହୀନ କୃଷି ପରିବାର ଉପକୃତ ହୋଇଛନ୍ତି , ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ୧୫,୧୭,୦୦୦  ଚାଷୀ ଖରିଫରେ ଓ ୧.୮୩ ଲକ୍ଷ ଚାଷୀ ରବିରେ ପଞ୍ଜୀକରଣ କରିଛନ୍ତି  ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking