20.1 C
Bhubaneswar
Sunday, February 8, 2026
Homeଓଡିଶାଲାଞ୍ଚ ନେବାବେଳେ ମାଡିବସିଲା ଭିଜିଲାନ୍ସ

ଲାଞ୍ଚ ନେବାବେଳେ ମାଡିବସିଲା ଭିଜିଲାନ୍ସ

ନବରଙ୍ଗପୁର: ଭିଜିଲାନ୍ସ ଜାଲରେ ଉମରକୋଟ କୃଷି ବିଭାଗ ୨ କର୍ମଚାରୀ । ଚାଷୀଙ୍କଠୁ ୫ ହଜାର ଲାଞ୍ଚ ନେଉଥିବାବେଳେ ଧରାପଡିଲେ । ଅତିରିକ୍ତ କୃଷି ଅଧିକାରୀ ନୀଳକଣ୍ଠ ପରିଡା ଧରାପଡିଲେ । ଡାଟା ଏଣ୍ଟ୍ରି ଅପରେଟର ସୁରେନ୍ଦ୍ର ସିଂ ବୁନ୍ଦେଲଙ୍କୁ ଧରିଲା ଭିଜିଲାନ୍ସ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking