ନୂଆଦିଲ୍ଲୀ : ମଧ୍ୟପ୍ରଦେଶରେ ବସକୁ ଜିପ ଧକ୍କା ଦେଇଛି ଫଳରେ ୬ ଜଣଙ୍କ ମୃତ୍ୟୁ ହୋଇଛି । ଜବଲପୁର ଜିଲ୍ଲା ଏନଏଚ ୭ରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମହାକୁମ୍ଭ ଯାତ୍ରା ସାରି ଫେରୁଥିବା ବେଳେ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୨ ଜଣ ଆହତ ହୋଇଥିବା ସୂଚନା ମିଳିଛି ।