14.1 C
Bhubaneswar
Saturday, December 6, 2025
Homeଓଡିଶାପୁଣି ରାଜ୍ୟରେ ବର୍ଷା !

ପୁଣି ରାଜ୍ୟରେ ବର୍ଷା !

ଭୁବନେଶ୍ବର: ସୋମବାର ପୂର୍ବାହ୍‌ଣ ସୁଦ୍ଧା କେନ୍ଦୁଝର, ମୟୂରଭଞ୍ଜ ଓ ବା‌ଲେଶ୍ବର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ହୋଇପାରେ। ତାହାକୁ ନଜରରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହାବ୍ୟତୀତ ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବର୍ଷାପବନ ହେବାର ଆଶଙ୍କା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଉପରେ ବର୍ଷାର ପ୍ରଭାବ ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଗତକାଲି ଉପକୂଳ ଓଡ଼ିଶାରେ ରାତିର ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking