18.1 C
Bhubaneswar
Saturday, December 6, 2025
Homeଓଡିଶାମାର୍ଚ୍ଚ ସୁଦ୍ଧା ସରିବନି ରତ୍ନଭଣ୍ଡାର ଗଣତି – ମନ୍ତ୍ରୀ

ମାର୍ଚ୍ଚ ସୁଦ୍ଧା ସରିବନି ରତ୍ନଭଣ୍ଡାର ଗଣତି – ମନ୍ତ୍ରୀ

ପୁରୀ : ସରକାର ଦେଇଥିବା କଣ୍ଟରେ ସରିବନି ରତ୍ନଭଣ୍ଡାର ଗଣତି । ମାର୍ଚ୍ଚ ସୁଦ୍ଧା ସରିବନି ରତ୍ନଭଣ୍ଡାର ଗଣତି । ରଥ ଯାତ୍ରା ପୂର୍ୱରୁ ଗଣତି ମଣତିର ପ୍ରକ୍ରିୟା ଶେଷ କରିବୁ ।  ଏନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ଏଏସଆଇ ସହମତିରେ କାମ ଚାଲିଛି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ମହାପ୍ରଭୁଙ୍କ ରୀତିନୀତି ସହିତ ମରାମତି ଚାଲୁଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking