13.1 C
Bhubaneswar
Sunday, December 7, 2025
Homeଓଡିଶାଚନ୍ଦ୍ରଶେଖର ହୋତା ଓଡ଼ିଶା ସାହିତ୍ୟ ଏକାଡେମୀ ସଚିବ ନିଯୁକ୍ତ

ଚନ୍ଦ୍ରଶେଖର ହୋତା ଓଡ଼ିଶା ସାହିତ୍ୟ ଏକାଡେମୀ ସଚିବ ନିଯୁକ୍ତ

ଭୁବନେଶ୍ୱର: ବରିଷ୍ଠ ଓପିଏସ୍ ଅଧିକାରୀ ତଥା ସାହିତ୍ୟିକ ଚନ୍ଦ୍ର ଶେଖର ହୋତାଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀର ନୂତନ ସଚିବ ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି। ଏହା ସହିତ ଡ. ହୋତା ସଙ୍ଗୀତ ନାଟକ ଏକାଡେମୀର ସଚିବ ଦାୟିତ୍ୱରେ ମଧ୍ୟ ରହିବେ । ଅନ୍ୟାଦେଶ ପର୍ଯ୍ୟନ୍ତ ସେ ଏହି ଦାୟିତ୍ୱ ତୁଲାଇବେ। ପୁଲିସ ଚାକିରି କରୁଥିବା ଚନ୍ଦ୍ରଶେଖର ହୋତା ଜଣେ ଉଚ୍ଚକୋଟିର ଲେଖକ । ପ୍ରବନ୍ଧ, ରଚନା ଲେଖନୀଠାରୁ ଆରମ୍ଭ କରି ସ୍ତମ୍ଭ ଲେଖାରେ ମଧ୍ୟ ସେ ବେଶ୍ ନିପୁଣ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking