ନୂଆଦିଲ୍ଲୀ : ମହାଶିବରାତ୍ରିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସମସ୍ତଙଅକ ଜୀବନରେ ସୁଖ , ସମୃଦ୍ଧି ଓ ଉତ୍ତମ ସ୍ୱାସ୍ଥ୍ୟର କାମନା କଲେ । ଏହି ଦିବ୍ୟ ଅବସର ବିକଶିତ ଭାରତ ସଂକଳ୍ପକୁ ଆହୁରୁ ମଜଭୁତ କରୁ ।