24.1 C
Bhubaneswar
Monday, February 9, 2026
Homeଓଡିଶାନାବାଳକକୁ ହତ୍ୟା

ନାବାଳକକୁ ହତ୍ୟା

ଦେବଗଡ଼ : ଦେବଗଡ଼ ଜିଲ୍ଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ତୁଙ୍ଗାମାଳ ଗ୍ରାମରେ ୧୭ ବର୍ଷୀୟ ନାବାଳକକୁ ହତ୍ୟା। ଖବର ପାଇ ପୁଲିସ ପହଞ୍ଚି ତଦନ୍ତ କରୁଛି। ମୃତକ ହେଉଛନ୍ତି ତୁଙ୍ଗାମାଳ ଗ୍ରାମର ବିଜୟ ମୁଣ୍ଡାଙ୍କ ପୁଅ ଅମିତ ମୁଣ୍ଡା (୧୭)। ଗତ ୨୪ ତାରିଖରୁ ନାବାଳକ ଜଣଙ୍କ ନିଖୋଜ ଥିଲେ। ପରିବାର ଲୋକ ଖୋଜାଖୋଜି କରି ପାଇ ନ ଥିଲେ। ଆଜି ସକାଳୁ ପରିବାର ଲୋକ ଚିହ୍ନଟ କରି ପୁଲିସକୁ ଖବର ଦେଇଥିଲେ। ଖବର ପାଇ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତକ ହେଉଛନ୍ତି ତୁଙ୍ଗାମାଳ ଗ୍ରାମର ବିଜୟ ମୁଣ୍ଡାଙ୍କ ପୁଅ ଅମିତ ମୁଣ୍ଡା (୧୭)। ଗତ ୨୪ ତାରିଖରୁ ନାବାଳକ ଜଣଙ୍କ ନିଖୋଜ ଥିଲେ। ପରିବାର ଲୋକ ଖୋଜାଖୋଜି କରି ପାଇ ନ ଥିଲେ। ଆଜି ସକାଳୁ ପରିବାର ଲୋକ ଚିହ୍ନଟ କରି ପୁଲିସକୁ ଖବର ଦେଇଥିଲେ। ଖବର ପାଇ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking