17.1 C
Bhubaneswar
Sunday, February 8, 2026
Homeଓଡିଶାଆଜି ଓଡିଶା ଆସୁଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ଆଜି ଓଡିଶା ଆସୁଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା। ସନ୍ଧ୍ୟା ୭ଟା ୫୫ରେ ଭୁବନେଶ୍ୱର ବିମାନବନ୍ଦରରେ ପହଁଚିବେ ଜେପି ନଡ୍ଡା। ସେଠାରୁ ସିଧାସଳଖ ପୁରୀ ଯାଇ ରାତ୍ରିଯାପନ କରିବେ। ରାତିରେ କୋଣାର୍କ ଇକୋ ରିସର୍ଟରେ ରହିବେ ନଡ୍ଡା। ଆସନ୍ତାକାଲି ୧୦ଟା ବେଳେ ନବମ ଜାତୀୟ ସ୍ୱାସ୍ଥ୍ୟ ସମ୍ମିଳନୀକୁ ଉଦଘାଟନ କରିବେ। ୨ଟା ବେଳେ ଶ୍ରମନ୍ଦିର ଯାଇ ମହାପ୍ରଭୁଙ୍କର ଦର୍ଶନ କରିବେ। ଏହା ପରେ ଭୁବନେଶ୍ୱର ଆସି ରାଜ୍ୟ ଅତିଥି ଭବନରେ ପାଖାପାଖି ଅଢେଇ ଘଣ୍ଟା ରହିବେ ନଡ୍ଡା। ସନ୍ଧ୍ୟା ୭ଟାରେ ସେ ଦିଲ୍ଲୀ ଫେରିଯିବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking