କେନ୍ଦୁଝର: ଷଷ୍ଠଶ୍ରେଣୀ ଛାତ୍ରୀ ଗର୍ଭବତୀ ଅଭିଯୋଗ ହୋଇଛି । ଚମ୍ପୁଆ ଅଞ୍ଚଳର ଏକ ଆଶ୍ରମ ସ୍କୁଲର ଛାତ୍ରୀ ବର୍ଭବତୀ ହୋଇଥିବା ଅଭିଯୋଗ ହୋଇଛି । ଡାକ୍ତରଖାନାରେ ପରୀକ୍ଷା ପରେ ସାମ୍ନାକୁ ଆସିଲା ସତ୍ୟ । ଛାତ୍ରୀଙ୍କ ସମ୍ପର୍କୀୟ ଶାରୀରିକ ସମ୍ପର୍କ ରଖିଥିବଆ ଅଭିଯୋଗ ହୋଇଛି । ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଥାନାରେ ଏତଲା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରଶାସନ ପକ୍ଷରୁ ଏତଲା ଦେବାକୁ ପ୍ରଧାନଶିକ୍ଷକଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।









