13.1 C
Bhubaneswar
Friday, December 12, 2025
Homeଓଡିଶାଖୁବଶୀଘ୍ର ପୌଷ୍ୟ ସନ୍ତାନ ଯୋଜନା : ମନ୍ତ୍ରୀ

ଖୁବଶୀଘ୍ର ପୌଷ୍ୟ ସନ୍ତାନ ଯୋଜନା : ମନ୍ତ୍ରୀ

ଝାରସୁଗୁଡା: ଝାରସୁଗୁଡାରେ ଅନାଥ ଛୁଆଙ୍କ ଦାୟିତ୍ୱ  ନେଲେ ରାଜ୍ୟ ସରକାର । ଏନେଇ   ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଖୁବଶୀଘ୍ର କାଯ୍ୟକାରୀ ହେବ ପୋଷ୍ୟ ସନ୍ତାନ ଯୋଜନା । ଏପ୍ରିଲ ପହିଲାରୁ ମାଗଣାରେ ଅନାଥ ଶିଶୁଙ୍କୁ ଶିକ୍ଷା ଦାନ କରାଯିବ । ସିଏସଆର ପାଣ୍ଠିର ବିନିଯୋଗରେ ମାଗଣା ଶିକ୍ଷାଦାନ କରାଯିବ । ଏନେଇ ଜିଲ୍ଲାପାଳଙ୍କ  ନେତୃତ୍ୱରେ ଏକ କମିଟି ଗଠନ କରାଯାଇଛି । କମିଟିରେ ଏମସିଏଲ କର୍ତ୍ତୁପକ୍ଷ , ମହିଳା ଓ ଶିଶୁ ବିକାଶ ଅଧିକାରୀ ରହିବେ । ଜିଲ୍ଲା ଶିକ୍ଷାଧିକାରୀ କମିଟିରେ ରହିବେ । ଏହାକୁ ନେଇ ଟ୍ରଷ୍ଟ ବୋର୍ଡ ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking