23.1 C
Bhubaneswar
Sunday, February 15, 2026
Homeଓଡିଶାସାର୍ବଜନୀନ ହେବନି ଚାବି ହଜିବା ରିପୋର୍ଟ

ସାର୍ବଜନୀନ ହେବନି ଚାବି ହଜିବା ରିପୋର୍ଟ

କଟକ : ହାଇକୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା  ଘଟଣାରେ ରାଜ୍ୟ ସରକାରଙ୍କ ପକ୍ଷରୁ ସତ୍ୟପାଠ ଦାଖଲ । ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ରିପୋର୍ଟ ସାର୍ବଜନୀନ ହେବ ନାହିଁ ବୋଲି ସତ୍ୟପାଠରେ ଉଲ୍ଲେଖ ରହିଛି । ଚାବି ହଜିବାର ତଦନ୍ତ କରୁଥିଲେ ଜଷ୍ଟିସ ରଘୁବର ଦାସ କମିଶନ । ତଦନ୍ତ ଶେଷ ପରେ ସରକାରଙ୍କୁ ରିପୋର୍ଟ ଦେଇସାରିଛନ୍ତି କମିଶନ ।  ଆସନ୍ତା ୧୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking