24.1 C
Bhubaneswar
Tuesday, February 10, 2026
Homeଓଡିଶାବାଣ ବିସ୍ଫୋରଣ : ୪ ଗୁରୁତର

ବାଣ ବିସ୍ଫୋରଣ : ୪ ଗୁରୁତର

ଯାଜପୁର: ଯାଜପୁର ଜିଲା ବାସୁଦେବପୁର ପଞ୍ଚାୟତ ଜାଲପୁର ଗାଁରେ ଗୁରୁବାର ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବାଣଭିଡ଼ିବା ବେଳେ ହଠାତ୍‌ ବିସ୍ଫୋରଣ ଘଟି ଜଣଙ୍କ ଘର ଛାତ ଉଡିଯାଇଛି। ବିସ୍ଫୋରଣରେ ବାଣ ତିଆରି କରୁଥିବା ୪ଜଣ ଗୁରୁତର ଆହତ ହୋଇଛନ୍ତି। ଖବର ପାଇ ୧୦୮ ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ମୁତାବକ, ଗତ ମଙ୍ଗଳବାର ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅନ୍ତର୍ଗତ ଗୋପାଳପୁର ପଞ୍ଚାୟତ ଦେଉଳି ବଡସାହିରେ ଏକ ଭୟଙ୍କର ବାଣ ବିସ୍ଫୋରଣ ଘଟିଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking