21.1 C
Bhubaneswar
Saturday, December 6, 2025
Homeଓଡିଶାଗୃହ ଆରମ୍ଭରୁ ପ୍ରବଳ ହଟ୍ଟଗୋଳ : ୧୨ଟା ଯାଏଁ ଗୃହ ମୁଲତବି

ଗୃହ ଆରମ୍ଭରୁ ପ୍ରବଳ ହଟ୍ଟଗୋଳ : ୧୨ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର : ବିଧାନସଭା ଦ୍ୱିତୀୟ ପଯ୍ୟାୟ ବଜେଟ ଅଧିବେଶନର ଆରମ୍ଭରୁ ପ୍ରବଳ ହଟ୍ଟଗୋଳ । ପ୍ରବଳ ହଟ୍ଟଗୋଳ ଯୋଗୁଁ ଗୃହକୁ ମୁଲତବି  ରଖିଲେ ବାଚସ୍ପତି ସୁରମା ପାଢୀ । ଦିନ ୧୨ଟା ଯାଏଁ ଗୃହକୁ ମୁଲତବି ରଖିଲେ ବାଚସ୍ପତି । ବିଧାନସଭାରେ ବିଜୁ ବାବୁ ପ୍ରସଙ୍ଗ ଉଠାଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ  ବିଜେଡି ,କଂଗ୍ରେସ ବିଧାୟକ । ଗୃହର ମଧ୍ୟ ଭାଗକୁ ଆସି ବିରୋଧୀ ନାରାବାଜି କରି ହଙ୍ଗାମା କରିଥିଲେ । ଏପଟେ  ଆଜି   ନାରୀ ସୁରକ୍ଷା ଓ ବିପଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି ପ୍ରତିବାଦରେ ବିଧାନସଭା ପରିସରରେ  ଗାନ୍ଧୀ ମୂର୍ତ୍ତି ତଳେ ଧାରଣା ଦେଇଛନ୍ତି  କଂଗ୍ରେସ ସଦସ୍ୟ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking