18.1 C
Bhubaneswar
Tuesday, December 9, 2025
Homeଓଡିଶାଚାଲିପାରିଲାନି ଗୃହ : ସୋମବାର ଯାଏଁ  ମୁଲତବି

ଚାଲିପାରିଲାନି ଗୃହ : ସୋମବାର ଯାଏଁ  ମୁଲତବି

ଭୁବନେଶ୍ୱର : ସୋମବାର ଯାଏଁ ବିଧାନସଭା ମୁଲତବି ଘୋଷଣା କଲେ ବାଚସ୍ପତି ସୁରମା ପାଢୀ । ଅନ୍ୟପଟେ ଆଜି ବିଧାନସଭା ଦ୍ୱିତୀୟ ପଯ୍ୟାୟ ବଜେଟ ଅଧିବେଶନର ଆରମ୍ଭରୁ ପ୍ରବଳ ହଟ୍ଟଗୋଳ ଦେଖାଦେଇଥିଲା । ପ୍ରବଳ ହଟ୍ଟଗୋଳ ଯୋଗୁଁ ଗୃହକୁ ମୁଲତବି  ରଖିଥିଲେ ବାଚସ୍ପତି ସୁରମା ପାଢୀ । ଦିନ ୧୨ଟା ଯାଏଁ ଗୃହକୁ ମୁଲତବି ରଖିଥିଲେ   ା ବିଧାନସଭାରେ ବିଜୁ ବାବୁ ପ୍ରସଙ୍ଗ ଉଠାଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ  ବିଜେଡି    ବିଧାୟକ । ଗୃହର ମଧ୍ୟ ଭାଗକୁ ଆସି ବିରୋଧୀ ନାରାବାଜି କରି ହଙ୍ଗାମା କରିଥିଲେ । ଏପଟେ  ଆଜି   ନାରୀ ସୁରକ୍ଷା ଓ ବିପଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି ପ୍ରତିବାଦରେ ବିଧାନସଭା ପରିସରରେ  ଗାନ୍ଧୀ ମୂର୍ତ୍ତି ତଳେ ଧାରଣା  ଦେଇଥିଲେ କଂଗ୍ରେସ ସଦସ୍ୟ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking