18.1 C
Bhubaneswar
Saturday, December 6, 2025
Homeଓଡିଶା୧୦ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

୧୦ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ବର : ଆଗାମୀ ମାର୍ଚ୍ଚ ୧୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ବଳବତ୍ତର ଥ‌ିବା ହେତୁ ଆସନ୍ତା ସୋମବାର ମାର୍ଚ୍ଚ ୧୦ ତାରିଖ ଦିନ ଭୁବନେଶ୍ବର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସଂପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking